ମାଲକାନଗିରି ୦୫/୦୭(ସତ୍ୟ ନାରାୟଣ ଦାଶ)ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସ୍ୱ ନିରୀକ୍ଷକ । ମାଲକାନଗିରି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲ ର ରାଜସ୍ୱ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି । ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲାରେ ନିର୍ମାଣଧିନ ଏୟାରପୋର୍ଟ ରେ ଜମି ହରା ବ୍ୟକ୍ତିଙ୍କୁ ସରକାରଙ୍କ ପକ୍ଷରୁ 7.44 ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବାକୁ ଥିବାବେଳେ ଏହି ଟଙ୍କା ଦେବା ପାଇଁ ରାଜସ୍ୱ ନିରକ୍ଷକ ଜଣଙ୍କ 25000 ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ଭିଜିଲାନ୍ସ ର ଏକ ଟିମ ଶ୍ରୀ ସାହୁ ଙ୍କୁ କାବୁ କରିବା ସହ ତଦନ୍ତ ଜାରି ରଖିଛି । ଗୌଡଗୁଡା ପଞ୍ଚାୟତ ରେ ଲାଞ୍ଚ ନେବା ବେଳେ ଏହି ଚଢ଼ାଉ ହୋଇଥିବା ଜଣାପଡିଛି।
ନୂତନ ପ୍ରୟୋଗ କବିତାକୁ ଆହୁରି ହୃଦୟସ୍ପର୍ଶୀ କରିପାରେ, ମାଲକାନଗିରି ତା ୧୭/୧୧ (ସତ୍ୟ ନାରାୟଣ ଦାଶ) ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତ....
ମାଲକାନଗିରି, ୧୭/୧୧(ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର୍ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ....
ସୁବାଷ ବୋଷ ଟାଉନ୍ କ୍ଲବ୍ କୁ ପ୍ରଥମ ପୁରସ୍କାର। ମାଲକାନଗିରି, ୧୫/୧୦(ସତ୍ୟ ନାରାୟଣ ଦାଶ) ଆଜି ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାଲକାନଗିରି ପୌର ପରିଷଦ ଅନ....
ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍ଫରେନ୍ସ ମାଧ୍ୟମର....
Join our newsletter and get updates in your inbox. We won't spam you and we respect your privacy.