ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ରେ ଜାତୀୟ ଗ୍ରନ୍ଥାଗାର ସପ୍ତାହ ପାଳନ

 

ଭୁବନେଶ୍ୱର- ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଜାତୀୟ ଗ୍ରନ୍ଥାଗାର ସପ୍ତାହର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଏହାକୁ ଉଦଘାଟନ କରି ପାଠକ ପାଠିକା ମାନେ ପାଠାଗାର ପ୍ରତି କିପରି ଆକୃଷ୍ଟ ହେବେ ତା ଉପରେ ଆଲୋଚନା କରିଥିଲେ । ଶିଶୁ ମାନଙ୍କ ପଠନ ଅଭ୍ୟାସ ବୃଦ୍ଧି କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

 ବକୁଳ ଫାଉଣ୍ଡେସନର ପ୍ରତିଷ୍ଠାତା ଶ୍ରୀ  ସୁଜିତ୍ ମହାପାତ୍ର ପାୱାର ପଏଣ୍ଟ ମାଧ୍ୟମରେ ବକୁଳ ଫାଉଣ୍ଡେସନ୍ କିପରି ଶିଶୁ ପାଠକ ପାଠିକା ମାନଙ୍କୁ ଆକୃଷ୍ଟ କରୁଥିବା ସମ୍ପର୍କରେ କହିଥିଲେ  ।  ଅନ୍ୟତମ ବକ୍ତାଭାବେ ଶ୍ରୀମତୀ ଅତସୀ ଦାସ, ସ୍ଵତନ୍ତ୍ର କର୍ତ୍ତବ୍ଯରତ ଅଧିକାରୀ ପାଠକ ପାଠିକା ମାନେ କିପରି ପୁସ୍ତକ ପଠନ ପ୍ରତି ଆଗ୍ରହୀ ହୋଇ କୃତକାର୍ଯ୍ୟ ହେବା ଉପରେ ଆଲୋକପାତ କରିଥିଲେ l  ଓଡ଼ିଶା ପରିବାର ତରଫରୁ ଶ୍ରୀ ଲକ୍ଷ୍ମୀଧର ବେହେରା ଯୋଗଦାନ କରିବା ସହ ଧନ୍ଯବାଦ ଅର୍ପଣ କରିଥିଲେ  l ଶ୍ରୀ ବିଦ୍ୟାଧର ପଣ୍ଡା, ଗ୍ରନ୍ଥାଧ୍ୟକ୍ଷ ଏହି ଉଦଘାଟନୀ ଉତ୍ସବକୁ ସଂଯୋଜନା କରିଥିଲେ l ଗ୍ରନ୍ଥାଗାର ର ସମସ୍ତ କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ ଓ ଏହି ଜାତୀୟ ଗ୍ରନ୍ଥାଗାର ସପ୍ତାହ ନଭେମ୍ବର ୨୦ ତାରିଖରେ ରେ ଉଦଯାପିତ ହେବ ।

 

ଗରୋଇ ଗୋବର୍ଧନ ପୀଠରେ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ପାଳିତ

 ଗରୋଇ ଗୋବର୍ଧନ ପୀଠରେ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ପାଳିତ ଜଗତସିଂହପୁରର ଗରୋଇ ଗୋବର୍ଧନ ପୀଠରେ ପ୍ରସିଦ୍ଧ  ମହାପୁରୁଷ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ମଙ୍ଗଳବାର ମଙ୍ଗ....

ସ୍ବର୍ଗଦ୍ଵାରରେ ପଦ୍ମଭୂଷଣ ରମାକାନ୍ତରଥ ଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ପୁରୀ ୧୭/୩ ଆଜି ସ୍ବର୍ଗଦ୍ବାର ରେ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଶିଷ୍ଟ କବି ସ୍ବର୍ଗତ ପଦ୍ମଭୂଷଣ ରମାକାନ୍ତ ରଥ ଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ର ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।ସ୍ବର୍ଗତ ରଥ ଙ୍କ ବ....

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଦ୍ୱିତୀୟ ଦିବସରେ ଓଡ଼ିଶୀ ଛନ୍ଦ ଓ ରସର ଭାବମୟ ପରିବେଷଣ

ଭୁବନେଶ୍ୱର :ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ନିବେଦିତ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଆଜି ଥିଲା ଦ୍ୱି....

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବା ସଂପର୍କରେ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି

              ଭୁବନେଶ୍ୱର :  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ଐତିହ୍ୟ କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।  ତା୨୬.୧୨.୨୦୧୭ରିଖର....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.