ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

‘ଓଡିଶା ଆଚିଭର୍‌‌ ୨୦୨୩’ କାର୍ଯ୍ୟକ୍ରମ - ଆଚିଭର୍‌‌ଙ୍କୁ ସମ୍ମାନ ସହ ଗରିବ ଶିଶୁଙ୍କୁ ମିଳିଲା ମାଗଣାରେ ପାଠ୍ୟ ଉପକରଣ

ଭୁବନେଶ୍ୱର : ଓଡିଶାର ପ୍ରତିଭା ମାନଙ୍କୁ ସମ୍ମାନିତ କରିବା ପାଇଁ ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ‘ଓଡିଶା ଆଚିଭର୍‌‌ ୨୦୨୩’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହା ପୂର୍ବରୁ ରାଜ୍ୟର ବିଶିଷ୍ଟ ଶିଳ୍ପପତି ତଥା ଉଦ୍ୟୋଗପତିଙ୍କୁ ନେଇ ଏହି ଟ୍ରଷ୍ଟ ପ୍ରଥମେ ‘ଓଡିଶା ଷ୍ଟେଟ୍‌‌ ବିଜନେସ୍‌‌ ଆୱାର୍ଡ ୨୦୨୩’ ଆରମ୍ଭ କରିଥିଲା। ଉକ୍ତ କାର୍ଯ୍ୟକ୍ରମରେ ଅତିଥି ରୂପେ ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ସମ୍ମାନୀୟ ଅତିଥି ରୂପେ ପୂର୍ବତନ ବିଧାୟକ ପ୍ରିୟଦର୍ଶି ମିଶ୍ର, ପ୍ରଭାତ କୁମାର ନନ୍ଦି, ଟିଟନ ସାହୁ, ରିତା ଦାସ, ଦେବଶ୍ରୀ ମହାପାତ୍ର ଏବଂ ନିଲମ୍‌‌ ଅଗ୍ରୱାଲ ପ୍ରମୁଖ ଯୋଗ ଦେଇ ଅନୁଷ୍ଠାନର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଂଶସା କରିଥିଲେ। ଅନୁଷ୍ଠାନ ତରଫରୁ ନାରାୟଣୀ ବସ୍ତିର ୫ ଜଣ ଶିଶୁଙ୍କୁ ପାଠ୍ୟ ଉପକରଣ ପ୍ରଦାନ କରାଯାଇଥିଲା। ପରେ ପରେ ଅତିଥିଙ୍କ ଦ୍ୱାରା ୩୦ ଜଣ ସଫଳ ବ୍ୟକ୍ତିତ୍ୱଙ୍କୁ ଓଡିଶା ଆଚିଭର୍‌‌ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଅନୁଷ୍ଠାନର ମୁଖ୍ୟ ଭରତ ପ୍ରଧାନ ସ୍ୱାଗତ ଭାଷଣରେ କହିଥିଲେ, ମୋ ଦେହର ଶେଷ ରକ୍ତ ବିନ୍ଦୁ ଥିବା ଯାଏଁ ମୁଁ ଗରିବ ଶିଶୁ ମାନଙ୍କ ପାଇଁ ଯେତିକି ସାଧନ ହୋଇ ପାରିବ ନିଶ୍ଚୟ କରିବି ଏବଂ ଆମ ଟ୍ରଷ୍ଟ ଏଥି ପାଇଁ ସଦା ସର୍ବଦା କାର୍ଯ୍ୟରତ। ଏହି କାର୍ଯ୍ୟକ୍ରମକୁ ଶୁଭୋଜିତ୍‌‌ ପଣ୍ଡା ପରିଚାଳନା କରିଥିଲେ ଓ ଅତିଥିଗଣ ଏହା ଏକ ଅଭିନବ ପ୍ରୟାସ ବୋଲି କହି ଖୁସି ବ୍ୟକ୍ତ କରିଥିଲେ।

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’

ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ରିଲିଜ ହୋଇଛି କାନ୍ତାରା ଚାପ୍ଟର-୧ ଫିଲ୍ମ । ସବୁବେଳେ ସିକ୍ବେଲ୍ ରିଲିଜ୍ ହେଉଥିଲା ବେଳେ ଏହି ସିନେମାରେ ପ୍ରିକ୍ବେଲ୍‌ ପରଦାକୁ ଆସିଛି । ଦଶହରାରେ ସିନେମା ହଲରେ ମୁକ୍ତ....

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...

ବିଜୟାଦଶମୀ ଅବସରରେ ଏଥର ରାଜଧାନୀ ଭୁବନେଶ୍ଵରରେ ରାବଣପୋଡ଼ି ଅନୁଷ୍ଠିତ ହେବ । ତେବେ ଚଳିତବର୍ଷ ଭୁବନେଶ୍ଵରର ୭ଟି ସ୍ଥାନରେ ରାବଣପୋଡ଼ି ପାଇଁ ଅନୁମତି ଦିଆଯାଇଥିବା ନେଇ ସୂଚନା ଦେଇଛି କମିଶନରେଟ୍ ପୋ....

*ଅନୁପମ ପଟ୍ଟନାୟକଙ୍କ ବିଗ ବଜେଟ ଚଳଚ୍ଚିତ୍ର "କର୍ମ" ରେ ସୁପରଷ୍ଟାର ଅନୁଭବ ମହାନ୍ତି*

ଭୁବନେଶ୍ୱର : ଅମୀୟ ପଟ୍ଟନାୟକ ପ୍ରଡ଼କସନ୍ସ ବ୍ୟାନର ତଥା ଅନୁପମ ପଟ୍ଟନାୟକ ଙ୍କ ନିର୍ଦ୍ଦେଶିତ ନୂଆ ଓଡ଼ିଆ ଚଳଚ୍ଚିତ୍ର "କର୍ମ" ର ଶୁଭ ମହୁରତ ସହିତ ସ୍କ୍ରିପ୍ଟ ପୂଜା କାର୍ଯ୍ୟକ୍ରମ ଜ୍ୟୋତି ମୋଟର୍ସ ପାଖ ସ....

ଶିଶୁ ସୁରକ୍ଷା ୟୁନିଟ୍ ଦ୍ୱାରା ଶିଶୁ ଗୃହ ଅନ୍ତେବାସୀଙ୍କ ପାଇଁ ପାଞ୍ଚଦିନିଆ ଗ୍ରୀଷ୍ମ କାଳୀନ ଶିବିିର ଉଦ୍ଘାଟନ ।

ମାଲକାନଗିରି ତା.୨୮/୦୫ (ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ସଦର ମହକୁମା ଅନ୍ୱେଷା ଛାତ୍ର ନିବାସ ପରିସରରେ ଆଜି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ଗୃହ ଅନ୍ତେବାସୀଙ୍କ ପାଇଁ ପାଞ୍ଚଦିନିଆ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.