ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ବାଲ୍ୟ ବିବାହ ରୋକିବାରେ ଗୋଷ୍ଠୀ ବେତାର କେନ୍ଦ୍ରର ଭୂମିକା ଗୁରୁତ୍ବପୂର୍ଣ -୫ଦିନବ୍ୟାପୀ ରାଜ୍ୟସ୍ତରୀୟ କର୍ମଶାଳା ଉଦ୍ଘାଟନ ।

 

କୋଣାର୍କ :(୨୦/୮) ଆଜି କୋଣାର୍କ ସ୍ଥିତ ଯାତ୍ରୀ ନିବାସରେ  ୫ଦିନ ବ୍ୟାପୀ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ଗୋଷ୍ଠି ବେତାର କେନ୍ଦ୍ର ପ୍ରସାରକ ମାନଙ୍କର କର୍ମଶାଳାର ଶୁଭ ଉଦ୍ ଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଜିର ସମାଜରେ ସାଧାରଣ ଲୋକଙ୍କର ବ୍ୟବାହାରିକ ପରିବର୍ତ୍ତନ ଦିଗରେ ଗୋଷ୍ଠି ବେତାର କେନ୍ଦ୍ର ଓ ସାମାଜିକ କର୍ମକର୍ତ୍ତାଙ୍କ ଭୂମିକାକୁ ନେଇ ଆଲୋକପାତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବାଲ୍ୟବିବାହ ,ଦଣ୍ଡବିଧି ଆଇନ ଓ ପରିଣାମ ସହ ସାମାଜିକ  ସଚେତନତା , କୋମଳ ମୋତି ଶିଶୁଙ୍କ ସୁରକ୍ଷା, ପକ୍ସୋ ଆଇନର ସଚେତନତା ,କୁମାରୀ ମାତୃତ୍ଵ ରୋକ୍ ଲାଗିବା ,ଶିଶୁ ଓ ମାତୃ ମୃତ୍ୟୁହାର ରୋକିବା ,ଶିଶୁ ଓ ମାଆଙ୍କ ଶାରୀରିକ ବିକାଶରେ ସଚେତନତାର ଆବଶ୍ୟକତା,କୋଶୋର ଓ କିଶୋରୀଙ୍କୁ ଜୀବନ କୌଶଳ ଶିକ୍ଷା, ଲିଙ୍ଗଗତ ଭେଦଭାବ ଦୂର କରି ଶିଶୁ ମାନଙ୍କର ଶିକ୍ଷା ତଥା ଦକ୍ଷତା ବୃଦ୍ଧିରେ ନିବେଶ କରିବା ପାଇଁ ଅଭିଭାବକଙ୍କୁ ପ୍ରବର୍ତ୍ତାଇବା ,ବାଲ୍ୟ ବିବାହକୁ ଆଗୁଆ ଚିହ୍ନଟ କରି ଉଭୟ ପୁଅ ଓ ଝିଅଙ୍କୁ ସୁରକ୍ଷିତ ରଖିବା ସମ୍ପର୍କରେ ଗୋଷ୍ଠି ବେତାର କେନ୍ଦ୍ରରେ ପ୍ରସାରଣ ନିମନ୍ତେ ବିଷୟ  ପ୍ରସ୍ତୁତ କରିବାକୁ ଅଭ୍ୟସ୍ତ୍ କରାଯାଇଥିଲା । ରାଜ୍ୟ ଗୋଷ୍ଠୀ ବେତାର ମହାସଂଘର ସଭାପତି ଏସ. ଏ. ସଫିକଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉଦ୍ଘାଟନି  କାର୍ଯ୍ୟରେ ୟୁନିସେଫର ବିଶେଷଜ୍ଞ ଡ. ସୁଗତ ରାୟ, ପରାମର୍ଶଦାତା ଶାରଦା ଲାହାଙ୍ଗିର, ତଜୀନ କ୍ୟୁରେଶୀ, ରେଡିଓ ଆଉଟରିଚର ନିର୍ଦ୍ଦେଶକ ସୁବ୍ରତ ପତି ପ୍ରମୁଖ ଙ୍କ ସମେତ ଓଡ଼ିଶାର ୨୫ ଟି  ଗୋଷ୍ଠି ବେତାର କେନ୍ଦ୍ରର ପ୍ରସାରକ ମାନେ ଯୋଗ ଦେଇଛନ୍ତି। ଆୟୋଜକ ୟଙ୍ଗ ଇଣ୍ଡିଆର ସଭାପତି ବରିଷ୍ଠ ଗୋଷ୍ଠୀ ଗଣମାଧ୍ୟମ ବିଶେଷଜ୍ଞ ଏନ. ଏ. ଶାହା ଅନସାରୀ କର୍ମଶାଳାର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସମସ୍ତଙ୍କୁ ସ୍ବାଗତ କରିଥିଲେ । ଏହି କାର୍ମଶାଳା ଆସନ୍ତା ୨୪ ତାରିଖ ଯାଏଁ ଚାଲିବ । ବିଭିନ୍ନ ଦିବସରେ ରାଜ୍ୟର ବରିଷ୍ଠ ଗଣମାଧ୍ୟମ ବିଶେଷଜ୍ଞ ଯୋଗଦେବେ । ଏହି କର୍ମଶାଳାକୁ ରୋଜାଲିନ, ଅନୁପ,କାଜଲ ପ୍ରମୁଖ ପରିଚାଳନା କରୁଛନ୍ତି ।

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ

ଅସ୍ତରଙ୍ଗ, ସବୁ ବର୍ଷ ପରି ଚଳିତ ବର୍ଷ ଓଡ଼ିଶାର ଦୀର୍ଘତମ ବେଳାଭୂମି ପୁରି ଜିଲ୍ଲା ଅସ୍ତରଙ୍ଗ ର ପିର ଯାହାନିଆଁ ବେଳାଭୂମି ରେ ସେପ୍ଟେମ୍ବର ମାସ ୨୦ତାରିଖ ଦିନ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ ପାଳ....

ଅ।ନ୍ତର୍ଜାତିକ ସମୁଦ୍ର କୂଳ ସଫେଇ କାର୍ଯ୍ୟକ୍ରମରେ¬ ଅଂଶ ଗ୍ରହଣ କଲା ଇର୍ଫାନ–ଅଣ୍ଡ-ବ୍ରଦର୍ସ

ପ୍ରତିବର୍ଷ ଭଳି ଚଳିତ ବର୍ଷ ପୁରୀ ଜିଲ୍ଲାର ବ୍ଲୁ-ଫ୍ଲାଗ ବିଚ୍ ପୁରୀ,କୋଣର୍କ –ଚନ୍ଦ୍ରଭାଗା ବେଳାଭୁମୀ ଓ ଅସ୍ତ­ରଙ୍ଗର ପୀର ଜାହାନିଅ। ବିଚ୍ ରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମକୁ ଅ।ୟୋଜନ କରିଥି....

କନ୍ୟାରତ୍ନକୁ ସମ୍ମାନ- ଜନ୍ମ ଦିନରେ ରକ୍ତଦାନ ଶିବିର କରି ସମାଜକୁ ଦେଲେ ନୂଅ। ବାର୍ତ୍ତା

  କାକଟପୁର ବ୍ଲକ ଅନ୍ତର୍ଗତ କୁଣ୍ଢେଇ ପଞ୍ଚାୟତର ପାଟପୁର ଗ୍ରାମର କୈଳାସ ଚନ୍ଦ୍ର ମୁଦୁଲିଙ୍କ ପୁତ୍ର-ବଧୂ ନିରଞ୍ଜନ ଓ ପାୟଲ ନିଜର ଏକମାତ୍ର କନ୍ୟା, ଆୟୁଶ୍ମତି ସାନଭି ସାଧିକାଙ୍କ ପ୍ରଥମ ବର୍ଷ କୁ ବେଶ ....

ଦେବୀ ଦ୍ବୀପାଞ୍ଚଳ ଅଞ୍ଚଳରେ ଶୋକ: ଗାଁମୁଖିଆ ବିଷ୍ଣୁ ଚରଣ ବିଶ୍ୱାଳଙ୍କ ଅକାଳ ବିୟୋଗ

ଦେବୀ ଦ୍ବୀପାଞ୍ଚଳ ଅଞ୍ଚଳରେ ଶୋକ: ଗାଁମୁଖିଆ ବିଷ୍ଣୁ ଚରଣ ବିଶ୍ୱାଳଙ୍କ ଅକାଳ ବିୟୋଗ ଅସ୍ତରଙ୍ଗ , ୧୦ ସେପ୍ଟେମ୍ବର: ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅନ୍ତର୍ଗତ ଦେବୀ ଦ୍ବୀପାଞ୍ଚଳ ଗ୍ରାମର ଜଣେ ଗଣପ୍ରିୟ ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.