ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ସ୍ବର୍ଗଦ୍ଵାରରେ ପଦ୍ମଭୂଷଣ ରମାକାନ୍ତରଥ ଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ପୁରୀ ୧୭/୩ ଆଜି ସ୍ବର୍ଗଦ୍ବାର ରେ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଶିଷ୍ଟ କବି ସ୍ବର୍ଗତ ପଦ୍ମଭୂଷଣ ରମାକାନ୍ତ ରଥ ଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ର ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।ସ୍ବର୍ଗତ ରଥ ଙ୍କ ବଡ ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିଲେ।ପରିବାରର ଅନ୍ୟ ସଦସ୍ୟ ମାନେ ଶେଷକୃତ୍ୟ ରେ ଉପସ୍ଥିତ ଥିଲେ।ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ରାଷ୍ଟ୍ରୀୟ ମର୍ଯ୍ୟାଦା ର ସହ ଶେଷକୃତ୍ୟ ହୋଇଥିଲା।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସ ପି ବିନୀତ ଅଗ୍ରୱାଲ ଉପସ୍ଥିତ ରହି ଶେଷକୃତ୍ୟ କାର୍ଯ୍ୟ ତଦାରଖ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଗାର୍ଡ ଅଫ ଅନର ଦେବା ପରେ ସମସ୍ତେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ପୂର୍ବତନ ମୁଖ୍ୟ ଶାସନ ସଚିବ ଗୋକୁଳ ଚନ୍ଦ୍ର ପତି,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ପୋଲିସ ରିଜର୍ଭ ଇନ୍ସପେକ୍ଟର ଚିତ୍ତ ରଞ୍ଜନ ମହାନ୍ତି, ସି ବିଚ ଥାନା ଅଧିକାରୀ ମାନସ ରଞ୍ଜନ ଚକ୍ର, ବିଶିଷ୍ଟ ସାହିତ୍ୟିକ ଗୌରହରି ଦାସ,ସମାଜସେବୀ ତଥା ସଂସ୍କୃତି ପ୍ରେମୀ ବଦ୍ରି ମିଶ୍ର,କବି ଶ୍ୟାମ ପ୍ରକାଶ ସେନାପତି,କବି ଚିତ୍ତ ରଞ୍ଜନ ମିଶ୍ର,ଲୋକ ପ୍ରତିନିଧି, ସାହିତ୍ୟିକ ଓ ସାହିତ୍ୟ ଅନୁରାଗୀ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଗରୋଇ ଗୋବର୍ଧନ ପୀଠରେ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ପାଳିତ

 ଗରୋଇ ଗୋବର୍ଧନ ପୀଠରେ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ପାଳିତ ଜଗତସିଂହପୁରର ଗରୋଇ ଗୋବର୍ଧନ ପୀଠରେ ପ୍ରସିଦ୍ଧ  ମହାପୁରୁଷ ବୁଦ୍ଧିଆ ବାବାଙ୍କ ୧୯ତମ ମହାପ୍ରୟାଣ ଦିବସ ମଙ୍ଗଳବାର ମଙ୍ଗ....

ସ୍ବର୍ଗଦ୍ଵାରରେ ପଦ୍ମଭୂଷଣ ରମାକାନ୍ତରଥ ଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ପୁରୀ ୧୭/୩ ଆଜି ସ୍ବର୍ଗଦ୍ବାର ରେ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ବିଶିଷ୍ଟ କବି ସ୍ବର୍ଗତ ପଦ୍ମଭୂଷଣ ରମାକାନ୍ତ ରଥ ଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ର ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।ସ୍ବର୍ଗତ ରଥ ଙ୍କ ବ....

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଦ୍ୱିତୀୟ ଦିବସରେ ଓଡ଼ିଶୀ ଛନ୍ଦ ଓ ରସର ଭାବମୟ ପରିବେଷଣ

ଭୁବନେଶ୍ୱର :ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ନିବେଦିତ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଆଜି ଥିଲା ଦ୍ୱି....

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବା ସଂପର୍କରେ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି

              ଭୁବନେଶ୍ୱର :  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ଐତିହ୍ୟ କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।  ତା୨୬.୧୨.୨୦୧୭ରିଖର....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.