ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ଇଉଟେକ ସର୍ଭିସ ଓ ପର୍ଯ୍ୟଟନ ବିଭାଗ ର ସିକୁରିଟି ଗାର୍ଡ, ଲାଇଫ ଗାର୍ଡ ନିଯୁକ୍ତି  #  

ଦିଲ୍ଲୀ ବିଜ୍ଞାନ ଭବନରେ ଓଡି଼ଶାର ୨ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଆୟୋଜିତ ହୋଇଛି। ଗୁରୁ ଦିବସରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ-୨୦୨୫। ମାଲକାନଗିରିର ବସନ୍ତ ରଣା ଓ କୋରାପୁଟର ତରୁଣ ଦାଶ ହେଲେ ସମ୍ମାନିତ।

 

ମାଲକାନଗିରି ଜିଲ୍ଲା କୋଣ୍ଡେଲ ନୂତନ ସରକାରୀ ଉଚ୍ଚବିଦ୍ୟାଳୟର ଶିକ୍ଷକତା କରୁଛନ୍ତି ବସନ୍ତ। ସେହିପରି କୋରାପୁଟ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ଯାଳୟରେ ଶିକ୍ଷକ ଅଛନ୍ତି ତରୁଣ। ଗୁରୁଦିବସରେ ଉଭୟଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର କୁନି କୁନି ପିଲାଙ୍କୁ ଭଲ ପାଉଥିବା ଶିକ୍ଷକ ଓ ଶିକ୍ଷାକୁ ବୃତ୍ତି ଭାବେ ବାଛି ନେଇଥିବା ଶିକ୍ଷକ ବସନ୍ତ କୁମାର ରଣା ୨୦୨୫ ମସିହା ପାଇଁ ପାଇଛନ୍ତି ଜାତୀୟ ଶିକ୍ଷକ ପୁରସ୍କାର। ମାଲକାନଗିରି ଜିଲ୍ଲାର କୋଣ୍ଡେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ ବସନ୍ତ କୁମାର ରଣା ଚଳିତ ବର୍ଷ ପାଇଁ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଥିଲେ। ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସଦା ସର୍ବଦା ଚେଷ୍ଟିତ ଏହି ଶିକ୍ଷକ ଛାତ୍ରଛାତ୍ରୀମାନଙ୍କ ପାଇଁ ଉତ୍ସର୍ଗୀକୃତ। ସେ ଏହି ପୁରସ୍କାର ପାଇଁ ୫୦୦୦୦ ଅର୍ଥ ରାଶି ଓ ମାନ ପତ୍ର ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ମାଲକାନଗିରି ଚିତ୍ତ ରଞ୍ଜନ ପାଣିଗ୍ରାହୀ ଉକ୍ତ ଶିକ୍ଷକଙ୍କୁ ଅଭିନନ୍ଦନ ଓ ଶୁଭକାମନା ଜଣାଇଛନ୍ତି।

 

ସେହିପରି ଅବିଭକ୍ତ କୋରାପୁଟ ଜିଲ୍ଲାର ଶିକ୍ଷକମାନେ ଶିକ୍ଷା କ୍ଷେତ୍ରରେ ନୂଆ ପ୍ରୟାସ ପାଇଁ ଦେଶର ସର୍ବୋଚ୍ଚ ସମ୍ମାନ ପାଇବା ନୂଆ ପରାମ୍ପରା ସୃଷ୍ଟି କରିଛି। ଗତ ବର୍ଷ ରାୟଗଡ଼ା ଜିଲ୍ଲାର ବିଲେଷୁ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀ ଚନ୍ଦ୍ର ସାହୁ ଓ କଳାହାଣ୍ଡି ଜିଲ୍ଲାର ସନ୍ତୋଷ କୁମାର କର ଏହି ସମ୍ମାନ ପାଇଥିଲେ। ଅବିଭକ୍ତ କୋରାପୁଟ ଜିଲ୍ଲାରେ ଶିକ୍ଷକ ମାନେ ଶିକ୍ଷାର ବିକାଶ ଲାଗି ନୂଆ ପରୀକ୍ଷାନିରୀକ୍ଷା ଦେଶର ଶିକ୍ଷାବିତ୍ତଙ୍କ ମନ କିଣୁଛି। ଅତୀତରେ ଓମ ପ୍ରକାଶ ମିଶ୍ର, ପବିତ୍ର ମୋହନ ଦାଶ, ପ୍ରଦୀପ କୁମାର ମିଶ୍ର ଏହି ସମ୍ମାନ ହାସଲ କରିଛନ୍ତି। କ୍ରମାଗତ ଭାବେ ଅବିଭକ୍ତ କୋରାପୁଟ ଜିଲ୍ଲାରୁ ଶିକ୍ଷକମାନେ ଜାତୀୟ ଶିକ୍ଷକ ସମ୍ମାନ ହାସଲ କରିବା ଶିକ୍ଷା ବ୍ୟବସ୍ଥା ପାଇଁ ନୂଆ ପରମ୍ପରା ସୃଷ୍ଟି କରିଛି। ରାଷ୍ଟ୍ରପତି ଶିକ୍ଷକ ତରୁଣ କୁମାର ଦାସଙ୍କ ସମେତ ମୋଟ ୪୫ ଜଣଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପୁରଷ୍କାର, ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରିଛନ୍ତି। ଏହି ଖବର ପରେ କୋରାପୁଟ ଜିଲ୍ଲାରେ ଶିକ୍ଷାବିତ୍ତ ମହଲରେ ଏକ ପ୍ରକାର ଉତ୍ସାହ ଦେଖାଦେଇଛି

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।

ନୂତନ ପ୍ରୟୋଗ କବିତାକୁ ଆହୁରି  ହୃଦୟସ୍ପର୍ଶୀ କରିପାରେ, ମାଲକାନଗିରି ତା ୧୭/୧୧ (ସତ୍ୟ ନାରାୟଣ ଦାଶ) ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତ....

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।

ମାଲକାନଗିରି, ୧୭/୧୧(ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର୍ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ....

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।

ସୁବାଷ ବୋଷ ଟାଉନ୍ କ୍ଲବ୍ କୁ ପ୍ରଥମ ପୁରସ୍କାର। ମାଲକାନଗିରି, ୧୫/୧୦(ସତ୍ୟ ନାରାୟଣ ଦାଶ) ଆଜି ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାଲକାନଗିରି ପୌର ପରିଷଦ ଅନ....

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ

ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମର....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.