ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ଇଉଟେକ ସର୍ଭିସ ଓ ପର୍ଯ୍ୟଟନ ବିଭାଗ ର ସିକୁରିଟି ଗାର୍ଡ, ଲାଇଫ ଗାର୍ଡ ନିଯୁକ୍ତି  #  

କନ୍ୟାରତ୍ନକୁ ସମ୍ମାନ- ଜନ୍ମ ଦିନରେ ରକ୍ତଦାନ ଶିବିର କରି ସମାଜକୁ ଦେଲେ ନୂଅ। ବାର୍ତ୍ତା

 

କାକଟପୁର ବ୍ଲକ ଅନ୍ତର୍ଗତ କୁଣ୍ଢେଇ ପଞ୍ଚାୟତର ପାଟପୁର ଗ୍ରାମର କୈଳାସ ଚନ୍ଦ୍ର ମୁଦୁଲିଙ୍କ ପୁତ୍ର-ବଧୂ ନିରଞ୍ଜନ ଓ ପାୟଲ ନିଜର ଏକମାତ୍ର କନ୍ୟା, ଆୟୁଶ୍ମତି ସାନଭି ସାଧିକାଙ୍କ ପ୍ରଥମ ବର୍ଷ କୁ ବେଶ ଧୂମ ଧାମରେ ପାଳନ କରିବା ସହ ସମାଜ କୁ ଦେଇଛନ୍ତି ନୂଅ। ବାର୍ତା । ନିଜ କନ୍ୟା ରତ୍ନର ସମ୍ମାନ ପାଇଁ ସ୍ବଛାକୃତ ରକ୍ତ ଦାନ ଶିବିର କରି ସ୍ବାସ୍ଥ୍ୟ କ୍ଷତ୍ରରେ ଉପୁଜୁଥିବା ରକ୍ତ ଅଭାବକୁ ଦୂର କରିବା କ୍ଷତ୍ରରେ କିଛି ଅଂଶରେ ସହାୟକ ହୋଇଛନ୍ତି ।

 କୁନି ଝିଅର ଜନ୍ମଦିନ ମୁଦୁଲି ଦମ୍ପତି  କେକ୍ କାଟିବା ,ମହମ ବତୀ ଜାଳିବା ,ବାଣ ଫୁଟାଇବା ବା ଭଳି ଅତ୍ୟାଧୁନିକ କାର୍ଯ୍ୟରୁ ନିବୃତ ରହି ଡ.ବି.ଅ।ର.ଅମ୍ବେଦକର ଏଜୁକେସିନାଲ ଅ।ଣ୍ଡ୍ ସୋସିଅ।ଲ ଡେଭଲପ୍ ମେଣ୍ଟ ଟ୍ରଷ୍ଟର ସହଯୋଗରେ ନିଜ ସାଙ୍ଗ ସାଥୀ ଓ ସ୍ଥାନୀୟ ଯୁବକମାନଙ୍କୁ ଉତ୍ସାହିତ କରି ସ୍ବଛାକୃତ ରକ୍ତଦାନ କରିବାକୁ ପ୍ରେରାଣା ଯୋଗାଇ ସଫଳ ହୋଇଥିଲେ ।  ଏହି ରକ୍ତଦାନ ଶିବିର କାର୍ଯ୍ୟକ୍ରମକୁ ସଫଳ କରିବାକୁ କଟକ ସ୍ଥିତ ସେଣ୍ଟ୍ରାଲ ରେଡ କ୍ରସ ବ୍ଲଡ ବ୍ୟାଙ୍କ୍ ପକ୍ଷରୁ ପରିଚାଳନା ଓ ସହାୟତା କରାଯିବା ସହ ଉତ୍ସାହୀ ରକ୍ତଦାତାଙ୍କୁ ଏକ ସର୍ଟିଫିକେଟ୍ ସହ ଅ।ଇକାର୍ଡ ବଣ୍ଟନ କରାଯାଇଥିଲା ।

ଓଡ଼ିଶାରେ ପ୍ରତିବର୍ଷ ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନଙ୍କ ପାଇଁ ପାଞ୍ଚ ଲକ୍ଷ ୟୁନିଟ୍ ରକ୍ତର ଆବଶ୍ୟକ ହୋଇଥାଏ କିନ୍ତୁ ବର୍ଷକୁ ମାତ୍ର ତିନି ଲକ୍ଷ ପଚାଷହଜାର ୟୁନିଟ ରକ୍ତ ସଂଗ୍ରହ କରାଯାଇଥାଏ। ଅବଶିଷ୍ଟ ଏକ ଲକ୍ଷ ପଚାଶ ହଜାର ୟୁନିଟ୍ ରକ୍ତ ଅଭାବ ଦେଖାଦେଇଥା । ପ୍ରଥମ ବର୍ଷର ଝିଅର ଜନ୍ମଦିନରେ 36 ୟୁନିଟ ରକ୍ତ ଗ୍ରହ କରାଯାଇଥିବାରୁ ଖୁସି ବ୍ୟକ୍ତ କରିଥିଲେ ମୁଦୁଲି ପରିବାର । ଅ।ଗାମୀ ଦିନରେ ଜିଲ୍ଲାର ବିଭିନ୍ନ ଅଂଚଳରେ  ରକ୍ତଦାନ ଶିବିର ଆୟୋଜନ କରି ରାଜ୍ୟର ରକ୍ତ ଅଭାବକୁ ଦୂରକରିବାକୁ ପ୍ରୟାସ ଜାରି ରଖିବା ବୋଲି ପ୍ରତିକ୍ରିୟା ଦେଇଛନ୍ତି ଡ.ବି.ଅ।ର.ଅମ୍ବେଦକର ଏଜୁକେସିନାଲ ଅ।ଣ୍ଡ୍ ସୋସିଅ।ଲ ଡେଭଲପ୍ ମେଣ୍ଟ ଟ୍ରଷ୍ଟର ମୁଖ୍ୟ ତପନ କାଣ୍ଡି ।ଆଧୁନିକତା ଯୁଗରେ ନିରଞ୍ଜନ ଓ ପାୟଲଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି କାକଟପୁର ବାସୀ ।  "ରକ୍ତଦାନ ମହାଦାନ" ସହ କନ୍ୟାରନ୍ନର ଜନ୍ମ ଦିନ ପାଳନ ଅ।ଗାମୀ ଯୁବ ପିଢିକୁ ପ୍ରେରଣା ଯୋଗାଇବ ।

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ

ଅସ୍ତରଙ୍ଗ, ସବୁ ବର୍ଷ ପରି ଚଳିତ ବର୍ଷ ଓଡ଼ିଶାର ଦୀର୍ଘତମ ବେଳାଭୂମି ପୁରି ଜିଲ୍ଲା ଅସ୍ତରଙ୍ଗ ର ପିର ଯାହାନିଆଁ ବେଳାଭୂମି ରେ ସେପ୍ଟେମ୍ବର ମାସ ୨୦ତାରିଖ ଦିନ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ ପାଳ....

ଅ।ନ୍ତର୍ଜାତିକ ସମୁଦ୍ର କୂଳ ସଫେଇ କାର୍ଯ୍ୟକ୍ରମରେ¬ ଅଂଶ ଗ୍ରହଣ କଲା ଇର୍ଫାନ–ଅଣ୍ଡ-ବ୍ରଦର୍ସ

ପ୍ରତିବର୍ଷ ଭଳି ଚଳିତ ବର୍ଷ ପୁରୀ ଜିଲ୍ଲାର ବ୍ଲୁ-ଫ୍ଲାଗ ବିଚ୍ ପୁରୀ,କୋଣର୍କ –ଚନ୍ଦ୍ରଭାଗା ବେଳାଭୁମୀ ଓ ଅସ୍ତ­ରଙ୍ଗର ପୀର ଜାହାନିଅ। ବିଚ୍ ରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମକୁ ଅ।ୟୋଜନ କରିଥି....

କନ୍ୟାରତ୍ନକୁ ସମ୍ମାନ- ଜନ୍ମ ଦିନରେ ରକ୍ତଦାନ ଶିବିର କରି ସମାଜକୁ ଦେଲେ ନୂଅ। ବାର୍ତ୍ତା

  କାକଟପୁର ବ୍ଲକ ଅନ୍ତର୍ଗତ କୁଣ୍ଢେଇ ପଞ୍ଚାୟତର ପାଟପୁର ଗ୍ରାମର କୈଳାସ ଚନ୍ଦ୍ର ମୁଦୁଲିଙ୍କ ପୁତ୍ର-ବଧୂ ନିରଞ୍ଜନ ଓ ପାୟଲ ନିଜର ଏକମାତ୍ର କନ୍ୟା, ଆୟୁଶ୍ମତି ସାନଭି ସାଧିକାଙ୍କ ପ୍ରଥମ ବର୍ଷ କୁ ବେଶ ....

ଦେବୀ ଦ୍ବୀପାଞ୍ଚଳ ଅଞ୍ଚଳରେ ଶୋକ: ଗାଁମୁଖିଆ ବିଷ୍ଣୁ ଚରଣ ବିଶ୍ୱାଳଙ୍କ ଅକାଳ ବିୟୋଗ

ଦେବୀ ଦ୍ବୀପାଞ୍ଚଳ ଅଞ୍ଚଳରେ ଶୋକ: ଗାଁମୁଖିଆ ବିଷ୍ଣୁ ଚରଣ ବିଶ୍ୱାଳଙ୍କ ଅକାଳ ବିୟୋଗ ଅସ୍ତରଙ୍ଗ , ୧୦ ସେପ୍ଟେମ୍ବର: ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅନ୍ତର୍ଗତ ଦେବୀ ଦ୍ବୀପାଞ୍ଚଳ ଗ୍ରାମର ଜଣେ ଗଣପ୍ରିୟ ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.