ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ଇଉଟେକ ସର୍ଭିସ ଓ ପର୍ଯ୍ୟଟନ ବିଭାଗ ର ସିକୁରିଟି ଗାର୍ଡ, ଲାଇଫ ଗାର୍ଡ ନିଯୁକ୍ତି  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।

ମାଲକାନଗିରି, ୨୩/୯ (ସତ୍ୟ ନାରାୟଣ ଦାଶ) ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ କଟକ ଏସସିବି ମେଡିକାଲ ଠାରେ ବକ୍ରପାଦ ଯନ୍ତ୍ରଣାରେ ଜର୍ଜରିତ ଜଣେ ଶିଶୁଙ୍କର ଅସ୍ତ୍ରୋପଚାର ସଫଳ ହୋଇପାରିଛି । କୋରକୁଣ୍ଡା ବ୍ଲକ କ୍ଷେତ୍ର ଗସ୍ତ ସମୟରେ ତମସା ଗ୍ରାମ ପଞ୍ଚାୟତ ତଣ୍ଡାପାଲି ଗ୍ରାମର ଶିଶୁ ଅନୁରାଗ ମାଡକାମୀଙ୍କ ବାମପାଦ ବକ୍ର ଥିବା ଦେଖିବାକୁ ପାଇଥିଲେ ଜିଲ୍ଲାପାଳ।  କୋୟା ଜନଜାତିର ସାତ ବର୍ଷୀୟ ଶିଶୁ ଅନୁରାଗ ତଣ୍ଡାପାଲି ପ୍ରାଥମିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର।  ଅନୁରାଗଙ୍କ ବକ୍ରପାଦ ବିଷୟରେ ଅବଗତ ହେବା ପରେ ତୁରନ୍ତ ଜିଲ୍ଲାପାଳ ରାଷ୍ଟ୍ରୀୟ ବାଲ ସୁରକ୍ଷା କାର୍ଯ୍ୟକ୍ରମ ଅଧୀନରେ ସମ୍ପୂର୍ଣ୍ଣ ଚିକିତ୍ସା କରାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ କ୍ରମେ ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଫାର୍ମାସିଷ୍ଟ ରଞ୍ଜନ କୁମାର ଭୂୟାଁଙ୍କ ତତ୍ତ୍ଵାବଧାନରେ ଅନୁରାଗ ଏବଂ ତାଙ୍କ ପରିବାର ସେପ୍ଟେମ୍ବର ୨୨ ରେ କଟକ ଅଭିମୁଖେ ଯାତ୍ରା କରିଥିଲେ। ଆଜି କଟକ ଏସସିବି ମେଡିକାଲ ଠାରେ ଅନୁରାଗଙ୍କ ବକ୍ରପାଦ ଅସ୍ତ୍ରୋପଚାର ସଫଳ ହୋଇଛି ଏବଂ ଯଥାଶୀଘ୍ର ସେ ଉପଶମ ଲାଭ କରିବେ ବୋଲି ସୂଚନା ମିଳିଛି। ନିଜ ଶିଶୁ ଏକ ନୂତନ ଜୀଵନ ପାଇଥିବାରୁ ଅନୁରାଗଙ୍କ ବାପା ମୁକା ମାଡ଼କାମୀ ଜିଲ୍ଲାପାଳଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୂଚନା ଥାଉ କି, ଅନୁରାଗଙ୍କ ବକ୍ରପାଦ ଅସ୍ତ୍ରୋପଚାର ଆରବିଏସକେୱାଇ ଯୋଜନାରେ ସଂପୂର୍ଣ୍ଣ ରୂପେ ବିନା ମୂଲ୍ୟରେ କରାଯାଇଛି ।

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।

ନୂତନ ପ୍ରୟୋଗ କବିତାକୁ ଆହୁରି  ହୃଦୟସ୍ପର୍ଶୀ କରିପାରେ, ମାଲକାନଗିରି ତା ୧୭/୧୧ (ସତ୍ୟ ନାରାୟଣ ଦାଶ) ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତ....

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।

ମାଲକାନଗିରି, ୧୭/୧୧(ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର୍ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ....

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।

ସୁବାଷ ବୋଷ ଟାଉନ୍ କ୍ଲବ୍ କୁ ପ୍ରଥମ ପୁରସ୍କାର। ମାଲକାନଗିରି, ୧୫/୧୦(ସତ୍ୟ ନାରାୟଣ ଦାଶ) ଆଜି ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାଲକାନଗିରି ପୌର ପରିଷଦ ଅନ....

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ

ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମର....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.