ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା  #  

ମନ୍ଦିରରେ ବାହାଘର ପରେ ପ୍ରତାରଣା ଟଙ୍କା-ସୁନା ଲୁଟି ସର୍ଭିସ୍ ବନ୍ଧୁକରେ ଧମକ  #  

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ  #  

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ  #  

ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।

ମାଲକାନଗିରି, ୧୭/୧୧(ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର୍ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ ଓ  ଉପ  ଜିଲ୍ଲାପାଳ ଅଶ୍ନି ଏ ଏଲ ଉପସ୍ଥିତ ରହି ଜନ ସାଧାରଣଙ୍କ ଅଭିଯୋଗ ଗୁଡିକୁ ଶୁଣିଥିଲେ।ଏହି ଶିବିରରେ ମୋଟ ୬୯ ଟି ଅଭିଯୋଗର ଶୁଣାଣି ହୋଇଥିଲା । ତନ୍ମଧ୍ୟରୁ ୧୬ ଗୋଟି ବ୍ୟକ୍ତିଗତ ଓ ୫୩ ଟି ସାମୁହିକ ଅଭିଯୋଗ ରହିଥିଲା।   ଏହି ଅଭିଯୋଗ ଶୁଣାଣୀରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ,  ପେନସନ, ନଳକୂପ, ବିଜୁଳି ସଂଯୋଗିକରଣ, ରାସ୍ତା, ସେତୁ ଓ ଅନ୍ୟାନ୍ୟ ଅଭିଯୋଗର ଶୁଣାଣି ହୋଇଥିଲା । ବିଭିନ୍ନ ଯୋଜନାର  ହାତ ପାହାନ୍ତା ରେ ସେବା ଯୋଗାଇ ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ୟାମ୍ପ ଆୟୋଜନ କରାଯାଇଥିଲା। ଅଭିଯୋଗ ପରେ  ଅତିରିକ୍ତ ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀ ବିଭିନ୍ନ ସ୍କୁଲ୍ ପରିଦର୍ଶନରେ  ଯାଇ ମଧ୍ୟାହ୍ନ ଭୋଜନର ମାନ ପରଖିଛନ୍ତି। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ।

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।

ନୂତନ ପ୍ରୟୋଗ କବିତାକୁ ଆହୁରି  ହୃଦୟସ୍ପର୍ଶୀ କରିପାରେ, ମାଲକାନଗିରି ତା ୧୭/୧୧ (ସତ୍ୟ ନାରାୟଣ ଦାଶ) ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତ....

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।

ମାଲକାନଗିରି, ୧୭/୧୧(ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ସ୍ଥିତ ମାଡକାପଦର୍ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ....

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।

ସୁବାଷ ବୋଷ ଟାଉନ୍ କ୍ଲବ୍ କୁ ପ୍ରଥମ ପୁରସ୍କାର। ମାଲକାନଗିରି, ୧୫/୧୦(ସତ୍ୟ ନାରାୟଣ ଦାଶ) ଆଜି ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାଲକାନଗିରି ପୌର ପରିଷଦ ଅନ....

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ

ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମର....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.