ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ

ରାଜ୍ୟ ପୋଲିସ ମୁଖ୍ୟାଳୟ 

 

ଓଡ଼ିଶା ପୋଲିସର  ସଫଳତା: ଜାନୁୟାରୀରୁ ଜୁନ 2026 ମଧ୍ୟରେ ୧୭,୫୯୦ ନିଖୋଜ ମହିଳା ଓ ଶିଶୁ ଉଦ୍ଧାର

ପରିବାରଠାରୁ ବିଚ୍ଛିନ୍ନ ହୋଇଯାଇଥିବା ନିଖୋଜ ମହିଳା ଓ ଶିଶୁମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ପୁନଃ ପରିବାର ସହ ମିଳନ କରାଇବାରେ ଓଡ଼ିଶା ପୋଲିସ ସଫଳତା ହାସଲ କରିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ପ୍ରତ୍ୟକ୍ଷ ଦିଗଦର୍ଶନ ଏବଂ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ( CAW &CW) ର ତଦନ୍ତ, ଆନ୍ତଃରାଜ୍ୟ ସମନ୍ୱୟ ଯୋଗୁଁ ଏହି ଗୁରୁତ୍ୱପୂର୍ଣ୍ଣ ସଫଳତା ମିଳିଛି।

 

ଚଳିତ ବର୍ଷ ଜାନୁଆରୀରୁ ଜୁନ୍ ୨୦୨୬ ମଧ୍ୟରେ ରାଜ୍ୟରେ ମୋଟ ୪,୮୭୩ ଜଣ ଶିଶୁ (୫୩୮ ନାବାଳକ, ୪,୩୩୪ ନାବାଳିକା ଏବଂ ୧ ଜଣ ଟ୍ରାନ୍ସଜେଣ୍ଡର) ନିଖୋଜ ହୋଇଥିବା ନେଇ ରିପୋର୍ଟ ହୋଇଥିବାବେଳେ, ଓଡ଼ିଶା ପୋଲିସ ତତ୍ପରତା ପ୍ରକାଶ କରି ଏହି ସମୟ ମଧ୍ୟରେ ମୋଟ ୫,୪୧୩ ଜଣ ଶିଶୁଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଶିଶୁ ଉଦ୍ଧାର କ୍ଷେତ୍ରରେ ପୁରୀ ଜିଲ୍ଲା (୧୧୬୧), ୟୁପିଡି ଭୁବନେଶ୍ୱର (୩୯୯) ଏବଂ ମୟୂରଭଞ୍ଜ (୨୭୮) ଜିଲ୍ଲା ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି।

 

ସେହିପରି ଜାନୁଆରୀରୁ ଜୁନ୍ ୨୦୨୬ ମଧ୍ୟରେ ରାଜ୍ୟରେ ୧୦,୬୦୫ ଜଣ ମହିଳା ନିଖୋଜ ହୋଇଥିବାବେଳେ, ଓଡ଼ିଶା ପୋଲିସ ଦକ୍ଷତାର ସହ ୧୨,୧୭୭ ଜଣ ନିଖୋଜ ମହିଳାଙ୍କୁ ଉଦ୍ଧାର କରିଛି। ମହିଳା ଉଦ୍ଧାର କ୍ଷେତ୍ରରେ ପୁରୀ ଜିଲ୍ଲା (୩୭୧୩), ଯାଜପୁର (୮୨୦) ଏବଂ ଗଞ୍ଜାମ (୫୮୧) ଜିଲ୍ଲା ସର୍ବାଧିକ ସଫଳତା ହାସଲ କରିଛନ୍ତି। ସମୁଦାୟ ୧୧୬୧ ଜଣ ଶିଶୁ ଏବଂ ୩୭୧୩ ଜଣ ମହିଳାଙ୍କୁ ଉଦ୍ଧାର କରି ପୁରୀ ଜିଲ୍ଲା ରାଜ୍ୟରେ ସର୍ବଶ୍ରେଷ୍ଠ ଜିଲ୍ଲା ଭାବେ ପରିଗଣିତ ହୋଇଛି।

 

ନିଖୋଜ ମହିଳା ଓ ଶିଶୁଙ୍କୁ ଖୋଜି ବାହାର କରିବା ମହିଳା ଓ ଶିଶୁ ସୁରକ୍ଷା ଶାଖା ପକ୍ଷରୁ ନିୟମିତ ଭାବେ “ଅପରେସନ୍ ଅନ୍ୱେଷଣ” ସ୍ୱତନ୍ତ୍ର ଅଭିଯାନ କରାଯାଉଛି। ଚଳିତ ବର୍ଷ ଏପର୍ଯ୍ୟନ୍ତ ୨ଟି ସ୍ୱତନ୍ତ୍ର ଅଭିଯାନ କରାଯାଇଥିବା ବେଳେ ଗତ ୧୮.୦୭.୨୦୨୬ ରୁ ୨୨.୦୭.୨୦୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ଅପରେସନରେ ୩୨୧ ଜଣ ନିଖୋଜ ଶିଶୁ (୩୫ ନାବାଳକ, ୨୮୬ ନାବାଳିକା) ଏବଂ ୨,୪୩୪ ଜଣ ନିଖୋଜ ମହିଳାଙ୍କୁ ପୋଲିସ ସଫଳତାର ସହ ଉଦ୍ଧାର କରିଛି।

ମହିଳା ଓ ଶିଶୁମାନଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଆଗାମୀ ଦିନରେ ମଧ୍ୟ ଏହିପରି ସ୍ୱତନ୍ତ୍ର ଅଭିଯାନକୁ ଆହୁରି ବ୍ୟାପକ ଓ ଜୋରଦାର କରାଯିବ।

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ

ରାଜ୍ୟ ପୋଲିସ ମୁଖ୍ୟାଳୟ    ଓଡ଼ିଶା ପୋଲିସର  ସଫଳତା: ଜାନୁୟାରୀରୁ ଜୁନ 2026 ମଧ୍ୟରେ ୧୭,୫୯୦ ନିଖୋଜ ମହିଳା ଓ ଶିଶୁ ଉଦ୍ଧାର ପରିବାରଠାରୁ ବିଚ୍ଛିନ୍ନ ହୋଇଯାଇଥିବା ନିଖୋଜ ମହିଳା ଓ ଶିଶୁମାନଙ୍କୁ ସୁ....

ଅଟୋ ଧକ୍କାରେ ୩ଅଙ୍ଗନଓ୍ବାଡି ଛାତ୍ରଛାତ୍ରୀ ଗୁରୁତର

ଅନୁଗୋଳ : ଜରପଡା ଥାନା ଅନ୍ତର୍ଗତ ଉଗି ଗାଁ ଦେହୁରୀ ସାହି ସ୍କୁଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋ ଧକ୍କାରେ ୩ ଅଙ୍ଗନଓ୍ବାଡି ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ....

ସାନ ବନ୍ଦାଳ ଗାଁ ରେ ଅଭାବନୀୟ ଘଟଣା|ଭଣ୍ଡା ଗଛ ମୂଳରୁ ମିଳିଲା ଯୁବକଙ୍କ ମୃତ ଦେହ

ଅସ୍ତରଙ୍ଗ:(ଆଦିତ୍ୟ ବିଶ୍ୱାଳ ) ସାନ-ସିରେଇ ଗାଁ ରେ ଅଭାବନୀୟ ଘଟଣା|ଭଣ୍ଡା ଗଛ ମୂଳରୁ ମିଳିଲା ଯୁବକଙ୍କ ମୃତ ଦେହ |ଉଦୟପୁର ଗାଁ ରଅବିବାହିତ ଯୁବକ ବୁଧେଶ୍ୱର ପ୍ରଧାନ ଙ୍କ (30)ସନ୍ଦେହଜନକ ମୃତ୍ୟୁ ଅସ୍ତରଙ୍ଗର....

ଶିକ୍ଷକ ନାଁରେ କଳଙ୍କ ସାଜିଥିବା ୨ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯାଉ ନଚେତ୍ ସତ୍ୟାଗ୍ରହ : ମନଓ୍ବର ଅଲ୍ଲୀ_

  ଭୁବନେଶ୍ବର,୧୩!୨: ଆପଣମାନେ ଅବଗତ ଥିବେ ଯେ, ଜାନୁଆରୀ ୬ ତାରିଖରେ ଯାଜପୁର ଜିଲ୍ଲାର ବରୀ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ ମହାବିଦ୍ୟାଳୟରେ ଏକ ଅତ୍ୟନ୍ତ ଲଜ୍ଜ୍ୟକର ଓ ଅଭାବନୀୟ ଘଟଣା ଘଟିଥିଲା।  ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.