ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା  #  

ମନ୍ଦିରରେ ବାହାଘର ପରେ ପ୍ରତାରଣା ଟଙ୍କା-ସୁନା ଲୁଟି ସର୍ଭିସ୍ ବନ୍ଧୁକରେ ଧମକ  #  

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ  #  

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ  #  

ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା

ବାରିପଦା,୨୧ା୮: ମୟୂରଭଞ୍ଜର ସମୃଦ୍ଧ କଳା, ସଂସ୍କୃତି ଓ ସ୍ଥାନୀୟ ମହିଳା କାରିଗରଙ୍କ ହାତତିଆରି ପରିବେଶ ଅନୁକୂଳ ରାଖୀ ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ବାରିପଦାସ୍ଥିତ ବୟନିକା ବିକ୍ରୟ ଷ୍ଟୋର ‘ମୟୂର ଶିଳ୍ପ’ ପରିସରରେ ଆନୁଷ୍ଠାନିକ ଭାବେ ‘ରାଖୀ ଷ୍ଟଲ୍–୨୦୨୬’ ଉଦ୍‌ଘାଟିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ସ୍ୱତନ୍ତ୍ର ଷ୍ଟଲ୍‌କୁ ଉଦ୍‌ଘାଟନ କରିଛନ୍ତି। ସ୍ଥାନୀୟ କାରିଗର, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀଙ୍କ ଦ୍ୱାରା ନିର୍ମିତ ଏହି ରାଖୀଗୁଡ଼ିକୁ ବ୍ୟାପକ ବଜାର ସୁଯୋଗ ଯୋଗାଇଦେବା ସହ ମହିଳାମାନଙ୍କ ଆର୍ଥିକ ଆତ୍ମନିର୍ଭରତା ବୃଦ୍ଧି କରିବା ଏହି ପଦକ୍ଷେପର ମୁଖ୍ୟ ଉଦ୍ଦେଶ୍ୟ। ଉଦ୍‌ଘାଟନ ଅବସରରେ ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି ଯେ, ସ୍ଥାନୀୟ ସମ୍ବଳ ଓ ପାରମ୍ପରିକ ଦକ୍ଷତାକୁ ବଜାର ସହ ଯୋଡ଼ିବା ଦ୍ୱାରା ଗ୍ରାମୀଣ ଅର୍ଥନୀତି ଅଧିକ ସୁଦୃଢ଼ ହୋଇପାରିବ। ମୟୂରଭଞ୍ଜ ସବାଇ କୃଷକ ଉତ୍ପାଦନ କମ୍ପାନୀ ଲିମିଟେଡ୍‌ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ମିଳିତ ସହଯୋଗରେ ସବାଇ ଘାସ, ଡୋକ୍ରା ଏବଂ ବାଉଁଶ ଭଳି ପ୍ରାକୃତିକ ଉପାଦାନରେ ଏହି ଆକର୍ଷଣୀୟ ଇକୋ-ଫ୍ରେଣ୍ଡଲି ରାଖୀ ପ୍ରସ୍ତୁତ କରାଯାଇଛି। ଏହି ହସ୍ତନିର୍ମିତ ରାଖୀର ଚାହିଦା ଏବେ ଜିଲ୍ଲା ସୀମା ଟପି ସାରା ରାଜ୍ୟରେ ବୃଦ୍ଧି ପାଇଛି। ବାଲେଶ୍ୱର, ସମ୍ବଲପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାର ‘ଓରମାସ୍‌‘ ମଧ୍ୟ ବିକ୍ରି ପାଇଁ ମୟୂରଭଞ୍ଜ ଓରମାସ୍‌ ନିକଟରୁ ବହୁ ପରିମାଣରେ ରାଖୀ ସଂଗ୍ରହ କରିଛନ୍ତି, ଯାହାକି ମହିଳା କାରିଗରମାନଙ୍କ ପାଇଁ ଅତିରିକ୍ତ ରୋଜଗାରର ଏକ ବଡ଼ ମାଧ୍ୟମ ସାଜିଛି। ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଓରମାସ୍‌ର ଡେପୁଟି ନିର୍ବାହୀ ଅଧିକାରୀ ଭାଗ୍ୟଲକ୍ଷ୍ମୀ ରାଉତ, ଓଡ଼ିଶା ଜୀବିକା ମିଶନ୍‌ର ଜିଲ୍ଲା ପ୍ରକଳ୍ପ ପରିଚାଳକ ନବୀନ କୁମାର ସେନାପତି, ମିଶନ୍ ଶକ୍ତିର ଜିଲ୍ଲା ପ୍ରକଳ୍ପ ସଂଯୋଜକ ନିରଞ୍ଜନ ପଣ୍ଡା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ୱାଳ ଏବଂ ପିଏମ୍ ଲିଭଲିହୁଡ୍‌ର ମଧୁସ୍ମିତା ଭୂୟାଁଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ

ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  ଧାମନଗର,(ସ.ପ୍ର): ଧାମନଗର ଅଞ୍ଚଳରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ବିଶେଷକରି ଧୂଷୁରୀ ଅଞ୍ଚଳରେ ବନ୍ୟାର ପ୍ରକୋପ ଅତ୍ୟନ୍ତ ଗମ୍....

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା

ବାରିପଦା,୨୧ା୮: ମୟୂରଭଞ୍ଜର ସମୃଦ୍ଧ କଳା, ସଂସ୍କୃତି ଓ ସ୍ଥାନୀୟ ମହିଳା କାରିଗରଙ୍କ ହାତତିଆରି ପରିବେଶ ଅନୁକୂଳ ରାଖୀ ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ବାରିପଦାସ୍ଥିତ ବୟନିକା ବିକ୍ରୟ ....

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ

ଭୁବନେଶ୍ୱର, ତା.୨୨/୦୮:  ଓଡ଼ିଶାରେ କିଛି ବିରୋଧୀ ଦଳର ନେତାଙ୍କଠାରୁ ଆରମ୍ଭ କରି ଅନ୍ୟ ରାଜନୈତିକ ଦଳର ନେତାମାନେ ବିଭିନ୍ନ ପ୍ରକାର ମିଥ୍ୟା ତଥ୍ୟ ଦେଇ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କ....

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ

ଭୁବନେଶ୍ୱର : ଏକ ଭାଷା ସେତେବେଳେ ପ୍ରାଣବନ୍ତ ରହିଥାଏ ଯେତେବେଳେ ଏହା ସମୟ ସହିତ ବିକଶିତ ହୁଏ ଏବଂ ଯୁବ ପିଢ଼ିର ଆକାଂକ୍ଷା ସହିତ ଯୋଡ଼ି ହୁଏ I ଏ ଦିଗରେ ହିନ୍ଦୀକୁ ଆଧୁନିକ ଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.