ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  #  

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା  #  

ମନ୍ଦିରରେ ବାହାଘର ପରେ ପ୍ରତାରଣା ଟଙ୍କା-ସୁନା ଲୁଟି ସର୍ଭିସ୍ ବନ୍ଧୁକରେ ଧମକ  #  

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ  #  

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ  #  

ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ  #  

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟ ପୁଲିସର ବଡ଼ ଆକ୍ସନ ପ୍ଲାନ  #  

ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ

ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ 

ଧାମନଗର,(ସ.ପ୍ର): ଧାମନଗର ଅଞ୍ଚଳରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ବିଶେଷକରି ଧୂଷୁରୀ ଅଞ୍ଚଳରେ ବନ୍ୟାର ପ୍ରକୋପ ଅତ୍ୟନ୍ତ ଗମ୍ଭୀର ରୂପ ନେଇଛି। ଏହାର ପ୍ରଭାବରେ ଅର୍ଜୁନପୁର ଓ ହସନାବାଦ ପଞ୍ଚାୟତର ବହୁ ପରିବାର ଘରଛାଡ଼ି ବୈତରଣୀ ନ‌ଦୀବନ୍ଧ ଉପରେ ଶହ ଶହ ଲୋକ ଆଶ୍ରୟ ନେବାକୁ ବାଧ୍ୟ ହୋଇଛନ୍ତି। ଘରେ ବନ୍ୟାଜଳ ପଶିଯିବାରୁ ନଦୀବନ୍ଧ ଏବେ ଏକ ଏକମାତ୍ର ଭରସା ପାଲଟିଛି। ବନ୍ଧ ଉପରେ ପାଲ, ପଲିଥିନ ଓ ବାଉଁଶ ସାହାଯ୍ୟରେ ଅସ୍ଥାୟୀ ଆଶ୍ରୟସ୍ଥଳୀ ତିଆରି କରି ପରିବାର ସହ ଦିନ କାଟୁଛନ୍ତି ବନ୍ୟା ବିପନ୍ନ। କେବଳ ମଣିଷ ନୁହେଁ, ନିଜ ଗୋରୁଗାଈଙ୍କ ଜୀବନ ବଞ୍ଚାଇବା ପାଇଁ ଲୋକେ ସେମାନଙ୍କୁ ମଧ୍ୟ ବନ୍ଧ ଉପରକୁ ନେଇଆସିଛନ୍ତି। ଗୋଟିଏ ପଟେ ମଣିଷଙ୍କ ଅସ୍ଥାୟୀ ଆଶ୍ରୟ ଶିବିର ଅନ୍ୟପଟେ ସେହି ବନ୍ଧ ଉପରେ ଗୋରୁଗାଈଙ୍କ ରହଣି ବନ୍ୟାର ଭୟାବହତାର ଏହି ଦୃଶ୍ୟ ଲୋକଙ୍କ ଦୁର୍ଦ୍ଦଶାକୁ ସ୍ପଷ୍ଟ କରୁଛି। ଦୀର୍ଘଦିନ ଧରି ବନ୍ୟାଜଳ ଘେରି ରହିଥିବାରୁ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଖାଦ୍ୟ ପାଇଁ ଆବଶ୍ୟକ ସାମଗ୍ରୀ ଭଳି ମୌଳିକ ଆବଶ୍ୟକତା ପାନୀୟ ଜଳ, ଖାଦ୍ୟ ସହିତ ଶିଶୁଙ୍କ ପାଇଁ ଖାଦ୍ୟ ଓ ଔଷଧ ବନ୍ୟା ବିପନ୍ନଙ୍କ ଚିନ୍ତା ବଢ଼ିଛି। ବନ୍ୟାଜଳ କେବେ ହ୍ରାସ ପାଇବ ଏବଂ କେବେ ପୁଣି ନିଜ ଘରକୁ ଫେରିବେ, ସେହି ଚିନ୍ତାରେ ଦିନ କାଟୁଛନ୍ତି ଦୁଇ ପଞ୍ଚାୟତର ବନ୍ୟା ବିପନ୍ନ।

ଧାମନଗର ବ୍ଲକରେ ଲଗାତାର ବନ୍ୟା ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ

ନଦୀବନ୍ଧ ପାଲଟିଛି ବିପନ୍ନଙ୍କ ଆଶ୍ରୟସ୍ଥଳୀ  ଧାମନଗର,(ସ.ପ୍ର): ଧାମନଗର ଅଞ୍ଚଳରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଭୟାବହ ହେବାରେ ଲାଗିଛି। ବିଶେଷକରି ଧୂଷୁରୀ ଅଞ୍ଚଳରେ ବନ୍ୟାର ପ୍ରକୋପ ଅତ୍ୟନ୍ତ ଗମ୍....

ସ୍ୱାବଲମ୍ବୀ ହେଉଛନ୍ତି ମହିଳା କାରିଗର -ସବାଇ ଓ ଡୋକ୍ରା ରାଖୀର ବଢ଼ୁଛି ଚାହିଦା

ବାରିପଦା,୨୧ା୮: ମୟୂରଭଞ୍ଜର ସମୃଦ୍ଧ କଳା, ସଂସ୍କୃତି ଓ ସ୍ଥାନୀୟ ମହିଳା କାରିଗରଙ୍କ ହାତତିଆରି ପରିବେଶ ଅନୁକୂଳ ରାଖୀ ଏବେ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ବାରିପଦାସ୍ଥିତ ବୟନିକା ବିକ୍ରୟ ....

ଓଡ଼ିଶାବାସୀଙ୍କୁୂ ବିଭ୍ରାନ୍ତ କରିବାକୁ କଂଗ୍ରେସ ଓ ବିଜେଡି ମିଳିମିଶି ନାଟକ କରୁଛନ୍ତି : ବିରଂଚି ନାରାୟଣ ତ୍ରିପାଠୀ

ଭୁବନେଶ୍ୱର, ତା.୨୨/୦୮:  ଓଡ଼ିଶାରେ କିଛି ବିରୋଧୀ ଦଳର ନେତାଙ୍କଠାରୁ ଆରମ୍ଭ କରି ଅନ୍ୟ ରାଜନୈତିକ ଦଳର ନେତାମାନେ ବିଭିନ୍ନ ପ୍ରକାର ମିଥ୍ୟା ତଥ୍ୟ ଦେଇ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କ....

ସମୟ ସହିତ ହିନ୍ଦୀ ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ: ରାଜ୍ୟପାଳ

ଭୁବନେଶ୍ୱର : ଏକ ଭାଷା ସେତେବେଳେ ପ୍ରାଣବନ୍ତ ରହିଥାଏ ଯେତେବେଳେ ଏହା ସମୟ ସହିତ ବିକଶିତ ହୁଏ ଏବଂ ଯୁବ ପିଢ଼ିର ଆକାଂକ୍ଷା ସହିତ ଯୋଡ଼ି ହୁଏ I ଏ ଦିଗରେ ହିନ୍ଦୀକୁ ଆଧୁନିକ ଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.