ମୁମ୍ବାଇ: ବଲିଉଡ଼ ଅଭିନେତା ଶାହରୁଖ୍ ଖାନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପଠାନ୍’ର ପୋଷ୍ଟର ଗୁରୁବାର ୪ଟି ଭାଷାରେ ରିଲିଜ୍ ହୋଇଛି। ୟଶରାଜ ଫିଲ୍ମସ୍ର ସୋସିଆଲ ମିଡିଆ ଆକାଉଣ୍ଟରେ ଚଳଚ୍ଚିତ୍ରର ପୋଷ୍ଟର ଶେୟାର କରାଯାଇଛି। ଏହି ପୋଷ୍ଟରକୁ ଇଂରାଜୀ, ହିନ୍ଦୀ, ତାମିଲ ଓ ତେଲୁଗୁରେ ରିଲିଜ୍ କରାଯାଇଛି। ପୋଷ୍ଟର ସହ କ୍ୟାପ୍ସନରେ ଲେଖାହୋଇଛି, ‘‘ଜୋର୍ରେ ଧରି ରଖନ୍ତୁ, ଆପଣଙ୍କ ଯାତ୍ରା ଉତ୍ଥାନ-ପତନ ଭରା ହେବାକୁ ଯାଉଛି। ଫିଲ୍ମ ରିଲିଜ୍ ହେବାକୁ ଆଉ ୫୫ ଦିନ ବାକି ଅଛି। ଜାନୁଆରୀ ୨୫ ତାରିଖରେ ହିନ୍ଦୀ, ତାମିଲ ଓ ତେଲୁଗୁ ଭାଷାରେ ଆପଣଙ୍କ ନିକଟତମ ପ୍ରେକ୍ଷାଳୟକୁ ଆସିବ ପଠାନ୍’’।
ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ରିଲିଜ ହୋଇଛି କାନ୍ତାରା ଚାପ୍ଟର-୧ ଫିଲ୍ମ । ସବୁବେଳେ ସିକ୍ବେଲ୍ ରିଲିଜ୍ ହେଉଥିଲା ବେଳେ ଏହି ସିନେମାରେ ପ୍ରିକ୍ବେଲ୍ ପରଦାକୁ ଆସିଛି । ଦଶହରାରେ ସିନେମା ହଲରେ ମୁକ୍ତ....
ବିଜୟାଦଶମୀ ଅବସରରେ ଏଥର ରାଜଧାନୀ ଭୁବନେଶ୍ଵରରେ ରାବଣପୋଡ଼ି ଅନୁଷ୍ଠିତ ହେବ । ତେବେ ଚଳିତବର୍ଷ ଭୁବନେଶ୍ଵରର ୭ଟି ସ୍ଥାନରେ ରାବଣପୋଡ଼ି ପାଇଁ ଅନୁମତି ଦିଆଯାଇଥିବା ନେଇ ସୂଚନା ଦେଇଛି କମିଶନରେଟ୍ ପୋ....
ଭୁବନେଶ୍ୱର : ଅମୀୟ ପଟ୍ଟନାୟକ ପ୍ରଡ଼କସନ୍ସ ବ୍ୟାନର ତଥା ଅନୁପମ ପଟ୍ଟନାୟକ ଙ୍କ ନିର୍ଦ୍ଦେଶିତ ନୂଆ ଓଡ଼ିଆ ଚଳଚ୍ଚିତ୍ର "କର୍ମ" ର ଶୁଭ ମହୁରତ ସହିତ ସ୍କ୍ରିପ୍ଟ ପୂଜା କାର୍ଯ୍ୟକ୍ରମ ଜ୍ୟୋତି ମୋଟର୍ସ ପାଖ ସ....
ମାଲକାନଗିରି ତା.୨୮/୦୫ (ସତ୍ୟ ନାରାୟଣ ଦାଶ) ମାଲକାନଗିରି ଜିଲ୍ଲା ସଦର ମହକୁମା ଅନ୍ୱେଷା ଛାତ୍ର ନିବାସ ପରିସରରେ ଆଜି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ଗୃହ ଅନ୍ତେବାସୀଙ୍କ ପାଇଁ ପାଞ୍ଚଦିନିଆ....
Join our newsletter and get updates in your inbox. We won't spam you and we respect your privacy.