ଲକ୍ଷ୍ମଣ ନାୟକ ସାହିତ୍ୟ ସଂସ୍କୃତି ପରିଷଦ, ମାଲକାନଗିରି ତରଫରୁ କବିତାପାଠ, ସାରସ୍ବତ ସଭା, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା।  #  

ମାଡ଼କାପଦର୍ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ।  #  

ଶ୍ରେଷ୍ଠ ପୂଜା ପଣ୍ଡାଲକୁ ପୁରସ୍କୃତ କଲେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ।  #  

ଷଷ୍ଠତମ ଅସ୍ତରଙ୍ଗ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ- ପ୍ରଶ୍ନ ବାଣରେ ଘାଇଲା ବିଧାୟକ  #  

ଦେଶବ୍ୟାପୀ ବକ୍ସ ଅଫିସରେ ଚହଳ ସୃଷ୍ଟି କରୁଛି ‘କାନ୍ତାରା ଚାପ୍ଟର ୧’  #  

ଦଶହରା ମେଢକୁ ମିଳିବ ଆର୍ଥିକ ଅନୁଦାନ, ୩ଟି ଶ୍ରେଣୀରେ ମିଳିବ ଟଙ୍କା  #  

ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ  #  

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…  #  

ଅକ୍ଟୋବର ୯ରୁ ବିଜେଡିର ଜନସମ୍ପର୍କ ଅଭିଯାନ  #  

ଲଗାଣ ବର୍ଷାରେ ଗଜପତି ସ୍ଥିତି ବେହାଲ, ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏସ୍ଆଇ ପରୀକ୍ଷା ନେଇ ବିଜେଡ଼ିର ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ରଖିଲେ କଡ଼ା ଜବାବ  #  

ଏହି ସ୍ଥାନରେ ହେବ ଚଳିତ ବର୍ଷ ରାବଣପୋଡି...  #  

ଆସନ୍ତାକାଲି ଝାରସୁଗୁଡାରୁ BSNL 4G ସେବାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ  #  

ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ଦୁର୍ବଳ ନଦୀ ଓ କେନାଲ ବନ୍ଧ ଉପରେ ନଜର ରଖିବା ପାଇଁ ଗୁରୁତ୍ୱ  #  

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ ବଳଭଦ୍ର ମାଝୀ।  #  

ବ୍ଲକ ସ୍ତରୀୟ ସୁସ୍ଥ ନାରୀ, ସଶକ୍ତ ପରିବାର କାର୍ଯ୍ୟକ୍ରମ।  #  

ଜିଲ୍ଲାପାଳଙ୍କ ତ୍ୱରିତ ପଦକ୍ଷେପ ଯୋଗୁଁ ସଫଳ ହେଲା ବକ୍ରପାଦ ଅସ୍ତ୍ରୋପଚାର।  #  

ପିର ଜାହାନିଆଁ ବେଳା ଭୂମିରେ ଆନ୍ତର୍ଜାତିକ ବେଳାଭୂମି ସଫେଇ ଦିବସ  #  

ଇଉଟେକ ସର୍ଭିସ ଓ ପର୍ଯ୍ୟଟନ ବିଭାଗ ର ସିକୁରିଟି ଗାର୍ଡ, ଲାଇଫ ଗାର୍ଡ ନିଯୁକ୍ତି  #  

ନବନିର୍ମିତ ଶ୍ରୀଜଗନ୍ନାଥ ଷ୍ଟାଡିୟମ କୁ ନୂଆବର୍ଷରେ ଶ୍ରୀକ୍ଷେତ୍ର ବାସୀଙ୍କୁ ଭେଟି ଦେବେ ନବୀନ

ପୁରୀ :ଖୁବଶୀଘ୍ର ଲୋକାର୍ପିତ ହେବାକୁ ଯାଉଛି ପୁରୀ ପେଣ୍ଠକଟା ଠାରେ ନବନିର୍ମିତ ଶ୍ରୀଜଗନ୍ନାଥ ଷ୍ଟାଡିୟମ। ନୂଆବର୍ଷରେ ଶ୍ରୀକ୍ଷେତ୍ର ବାସୀଙ୍କ ଉଦ୍ଦେଶ୍ୟରେ ଏହି ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚି ସାରିଥିବା ବେଳେ ଏହାର ଉଦଘାଟନୀ କାର୍ଯ୍ୟକ୍ରମକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି। ଏହି ଷ୍ଟାଡିୟମରେ ସମସ୍ତ ଅତ୍ୟାଧୁନିକ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ କରାଯାଇଛି।‌ କ୍ରିକେଟ, ଫୁଟବଲ୍, ଇଣ୍ଡୋର ଗେମ୍, ସୁଇମିଙ୍ଗ ସମେତ ଆଥଲେଟିକ୍ ଖେଳ ପାଇଁ ସମସ୍ତ ବ୍ୟବସ୍ଥା ହୋଇଛି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରାୟ ୭୦ କୋଟି ଟଙ୍କା ଅନୁଦାନରେ ଏହି ନୂତନ ଷ୍ଟାଡିୟମ ନିର୍ମାଣ ହୋଇଛି। 

ଶେଷ ପର୍ଯ୍ୟାୟରେ ପୁରୀ ପେଣ୍ଠକଟା ଠାରେ ଚାଲିଥିବା ନବନିର୍ମିତ ଶ୍ରୀଜଗନ୍ନାଥ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆବର୍ଷରେ ଶ୍ରୀକ୍ଷେତ୍ର ବାସୀଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିୟମକୁ ଲୋକାର୍ପଣ କରିବେ। ପେଣ୍ଠକଟାରେ ନିର୍ମାଣ ଚାଲିଥିବା ଏହି ଅତ୍ୟାଧୁନିକ ଶ୍ରୀଜଗନ୍ନାଥ ଷ୍ଟାଡିୟମରେ ସମସ୍ତ ଅତ୍ୟାଧୁନିକ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ କରାଯାଇଛି। କ୍ରିକେଟ ଗ୍ରାଉଣ୍ଡ ସମେତ ଫୁଟବଲ୍, ଇଣ୍ଡୋର ଗେମ୍, ସୁଇମିଙ୍ଗ ସମେତ ଆଥଲେଟିକ୍ ଖେଳ ଏହି ଷ୍ଟାଡିୟମରେ ଆୟୋଜନ ନେଇ ସମସ୍ତ ବ୍ୟବସ୍ଥା ରହିଛି। ଆଗାମୀ ଦିନରେ ଏହି ଷ୍ଟାଡିୟମରେ ପୁରୀରେ ଜାତୀୟ ଓ ରାଜ୍ୟ ସ୍ତରୀୟ ଅନେକ କ୍ରୀଡା କାର୍ଯ୍ୟକ୍ରମ ଆୟୋଜନ ହେବ। କ୍ରୀଡା କ୍ଷେତ୍ରରେ ଶ୍ରୀକ୍ଷେତ୍ରରେ ଏହି ଷ୍ଟାଡିୟମ ଏକ ନୂଆ ପରିଚୟ ସୃଷ୍ଟି କରିବ। ତେବେ ଆସନ୍ତା ନୂଆବର୍ଷରେ ଏହି ଅତ୍ୟାଧୁନିକ ଷ୍ଟାଡିୟମ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପଣ କରାଯିବ ବୋଲି ଅନୌପଚାରିକ ଭାବେ ସୂଚନା ମିଳିଛି। ଏଥିପାଇଁ ପ୍ରଶାସନିକ ସ୍ତରରେ ମଧ୍ୟ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଗଲାଣି। ଶ୍ରୀକ୍ଷେତ୍ରକୁ ବିଶ୍ବ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରୟାସ ଆରମ୍ଭ କରିସାରିଥିବା ବେଳେ ଶ୍ରୀଜଗନ୍ନାଥ ଷ୍ଟାଡିୟମ ଆଗାମୀ ଦିନରେ କ୍ରୀଡାବିତଙ୍କୁ ବେଶ୍ ଫାଇଦା ଦେବ ବୋଲି କ୍ରୀଡ଼ା ସଙ୍ଗଠକ ଓ କ୍ରୀଡ଼ା ପ୍ରେମୀ କହିଛନ୍ତି। 

 

- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରାୟ ୭୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇ ଶ୍ରୀଜଗନ୍ନାଥ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ କରାଯାଉଛି। ଉଚ୍ଚ କୋଟିର କ୍ରିକେଟ ଗ୍ରାଉଣ୍ଡ, ପ୍ୟାଭିଲିୟନ୍, ଇଣ୍ଡୋର ହଲ୍, ସୁଇମିଙ୍ଗ ପୁଲ୍, କ୍ରୀଡା ଛାତ୍ରାବାସ, ପାର୍କିଂ ଏବଂ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ କରାଯାଇଛି ଏହି ଷ୍ଟାଡିୟମରେ। ପୂର୍ବରୁ ପୁରୀରେ ଏକ ଷ୍ଟାଡିୟମ ନଥିବାରୁ କ୍ରୀଡ଼ାର ବିକାଶ ହୋଇପାରୁନଥିଲା। ଅନେକ ପ୍ରତିଭାବାନ ଖେଳାଳି ଥିଲେ ମଧ୍ୟ ଉପଯୁକ୍ତ କ୍ରୀଡା ଭିତ୍ତିଭୂମି ନଥିବା, ଉପଯୁକ୍ତ ତାଲିମ ନପାଇ ଅନେକ କ୍ରୀଡାବିତ୍ ନିରାଶ ହେଉଥିଲେ। ତେବେ ରାଜ୍ୟ ସରକାର ଓଡିଶାରେ କ୍ରୀଡ଼ାର ବିକାଶ ପାଇଁ ସର୍ବାଧିକ ଗୁରୁତ୍ବ ଦେଇ ଆସୁଥିବା ବେଳେ ଏହି କ୍ରମରେ ପୁରୀରେ ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିର୍ମାଣ କରାଯାଇଛି। ଶ୍ରୀକ୍ଷେତ୍ରକୁ ବିଶ୍ବରେ ଏକ ନମ୍ବର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ପ୍ରୟାସ ଜାରି ରଖିଥିବାବେଳେ ଏହାକୁ ସବୁ ମହଲ ରେ ସ୍ଵାଗତ କରାଯାଇଛି 

ବହୁ ପ୍ରତିକ୍ଷିତ ଶ୍ରୀଜଗନ୍ନାଥ ଷ୍ଟାଡିୟମ ଏବେ ବାସ୍ତବ ରୂପ ନେଇଥିବା ବେଳେ କ୍ରୀଡାବିତ୍ ମାନେ ଏହି ନୂତନ ଷ୍ଟାଡିୟମର ଉଦଘାଟନ ନେଇ ବେଶ୍ ଉତ୍ସାହିତ ଅଛନ୍ତି। କ୍ରୀଡ଼ା ଓ କ୍ରୀଡାବିତଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏଭଳି ଉଲ୍ଲେଖନୀୟ ପ୍ରୟାସକୁ ସବୁ ମହଲରେ ସ୍ବାଗତ କରାଯିବା ସହ ଉଚ୍ଚ ପ୍ରଶଂସା ମଧ୍ୟ କରାଯାଇଛି।

ଦିନିକିଆ ଦଳର ଅଧିନାୟକ ହେଲେ ଶୁଭମନ୍ ଗିଲ୍, ବିରାଟ କୋହଲି ଏବଂ ରୋହିତ ଶର୍ମା ବି ଦଳରେ ସାମିଲ…

ଆଗରକରଙ୍କ ନେତୃତ୍ୱାଧୀନ ଅଖିଳ ଭାରତୀୟ ସିନିୟର ପୁରୁଷ ଚୟନ କମିଟି ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦଳ ଘୋଷଣା କରିଛି। ଘରୋଇରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ସମାପ୍ତ ହେବା ପ....

୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଜାତୀୟ ଦଳର ସହ ପ୍ରଶିକ୍ଷକ ହେଲେ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ

ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ଜାତୀୟ ମହିଳା ଫୁଟବଲର ଆଉ ଏକ ଗୁରୁଦାୟିତ୍ବ ମିଳିଛି। ଶ୍ରଦ୍ଧାଞ୍ଜଳି ଭାରତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ....

ସୁରେନ୍ଦ୍ର ନାଥ ବିଦ୍ୟାପୀଠ ର୨୪ତମ ବାର୍ଷିକ କ୍ରୀଡା

  ଅସ୍ତରଙ୍ଗ,ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଧିନ ସୁରେନ୍ଦ୍ର ନାଥ ବିଦ୍ୟାପୀଠ ସୁନ୍ଦର ର ୨୪ ତମ କ୍ରୀଡା  ଉତ୍ସବ, ଯଥା ମଙ୍ଗଳ ବାର ଓ  ବୁଧବାର   ଦୁଇଦିନ ଧରି ଅନୁଷ୍ଠିତ ହୋଇ ଯାଇ ଅଛି । ଏହି  ଦିବ....

ରାଜ୍ୟରେ ବଢ଼ିବ ଗୁଣାତ୍ମକ ଶିକ୍ଷାର ମାନ-ନିଯୁକ୍ତି ପାଇବେ ୩୭୧୪ ଟିଜିଟି, ୪୫୨ ପିଇଟି

ଭୁବନେଶ୍ୱର: ରାଜ୍ୟର ୩୦ ଜିଲ୍ଲାର ୩୭୧୪ ଟିଜିଟି (ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ) ଏବଂ ୪୫୨ ପିଇଟି (ଶାରୀରିକ ଶିକ୍ଷା ଶିକ୍ଷକ)ଙ୍କୁ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବ....

Sign up for the Newsletter

Join our newsletter and get updates in your inbox. We won't spam you and we respect your privacy.